ଆଜିର ଖବର କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍ ଅଚ୍ୟୁତାନନ୍ଦନଙ୍କୁ ୧୦୦ତମ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍ ଅଚ୍ୟୁତାନନ୍ଦନଙ୍କୁ ତାଙ୍କ୧୦୦ତମ ଜନ୍ମଦିନରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଦଶନ୍ଧି ଧରି କେରଳବାସୀଙ୍କ ସେବା କରିଥିବାରୁ ଅଚ୍ୟୁତାନନ୍ଦନଙ୍କୁସେ…