ଆଜିର ଖବର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଆତ୍ମଘାତୀ ଆକ୍ରମଣର ଧମକ ମାମଲା: ତଦନ୍ତ ଆରମ୍ଭ କଲା ପୋଲିସ ନୂଆଦିଲ୍ଲୀ: ଆତ୍ମଘାତୀ ବିସ୍ଫୋରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧମକ ଦେଇଥିବା ଚିଠିର କେରଳ ପୋଲିସ ଏବଂ କେନ୍ଦ୍ରୀୟ ଏଜେନ୍ସିମାନେ ତଦନ୍ତ ଆରମ୍ଭ କରିଛନ୍ତି। ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ…