ବିଶେଷ ଖବର ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର…