ଆଜିର ଖବର ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ ପୋଷଣ ମାସ ସମାରୋହ ଖୋର୍ଦ୍ଧା: ଆଜି ଜିଲ୍ଲା ସଂସ୍କୃତି ଭବନ ସମ୍ମିଳନୀ କକ୍ଷ ପରିସରରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ପଂଚମ ରାଷ୍ଟ୍ରିୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି।…