ନିର୍ବାଚନ ଖବର ବିଜେଡିରେ ସାମିଲ ହେଲେ ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ କେ ସୂରିୟା ରାଓ ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହୋଇଛନ୍ତି ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ କେ ସୁରିୟା ରାଓ। ସେ ତାଙ୍କ ସମର୍ଥକଙ୍କ ସହିତ ଭୁବନେଶ୍ବରର ଶଙ୍ଖ ଭବନରେ ସେ ଶଙ୍ଖ…