ଅପରାଧ ବାଣପୁରରୁ ଚୋରା କୋଇଲା ବୋଝେଇ ଟ୍ରଲର ଜବତ, ଜଣେ ଅଟକ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରୁ ଏକ ଚୋରା କୋଇଲା ବୋଝେଇ ଟ୍ରଲର ଜବତ ହୋଇଥିବାର ଖବର ହସ୍ତଗତ ହୋଇଛି। ସୂଚନା ମୁତାବକ…