ଆଜିର ଖବର ଭାରତର ପ୍ରଥମ ଦନ୍ତ ଚିକିତ୍ସା ଅନୁଷ୍ଠାନ ଭାବେ କୋକ୍ରେନ୍ ସ୍ୱୀକୃତି ପାଇଲା ସୋଆ ପରିଚାଳିତ ଆଇଡିଏସ୍ ଭୁବନେଶ୍ୱର: ଭାରତର ପ୍ରଥମ ଏବଂ ଏକମାତ୍ର ଦନ୍ତ ଚିକିତ୍ସା ଅନୁଷ୍ଠାନ ଭାବେ କୋକ୍ରେନ୍ ଇଣ୍ଡିଆ ନେଟୱାର୍କ ଅଧିନସ୍ଥ କୋକ୍ରେନ୍ ମାନ୍ୟତା ପାଇବାରେ ସଫଳତା ଅର୍ଜନ କରିଛି ଶିକ୍ଷା…