ଆଜିର ଖବର ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ ସଂଖ୍ୟା ବୃଦ୍ଧି ଭୁବନେଶ୍ୱର: ଯାତ୍ରୀମାନଙ୍କୁ ଅଧିକ ସୁବିଧାଜନକ ଯାତ୍ରା ସୁବିଧା ପ୍ରଦାନ କରିବା ସହ ଆଗାମୀ ସପ୍ତାହରେ ବଢ଼ିବାକୁ ଥିବା ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି, ଭାରତୀୟ ରେଳବାଇ ବିଭିନ୍ନ…