ଆଜିର ଖବର ମହାପ୍ରଭୁ ଶ୍ରୀଜଗନ୍ନାଥ କୋଟି ଓଡ଼ିଆର ମଉଡ଼ମଣି: ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଭୁବନେଶ୍ୱର: ଓଡ଼ିଶାର ବିଦ୍ୱାନମାନଙ୍କର ଅଗ୍ରଣୀ ଅନୁଷ୍ଠାନ, ଉତ୍କଳ ବିଦ୍ୱତ ପରିଷଦ ତରଫରୁ ଏକ ଦୁଇଦିନିଆ ଆଲୋଚନାଚକ୍ର ଆଜି ସନ୍ଧ୍ୟାରେ ଜୁମ୍ ଭିଡ଼ିଓ ଯୋଗେ ଉଦ୍ଘାଟିତ ହୋଇଯାଇଛି। ଆନ୍ଧ୍ରପ୍ରଦେଶର…