ବିଶେଷ ଖବର ଟ୍ରେନ୍ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା: ଆସନ୍ତାକାଲି ଏହି ଟ୍ରେନଗୁଡିକ ହେବ ବାତିଲ ନୂଆଦିଲ୍ଲୀ: କୋଟ୍ଟଭାଲାସା-ପାଲାସା ସେକ୍ସନରେ ସୀମିତ ଉଚ୍ଚତା ବିଶିଷ୍ଟ ଉପମାର୍ଗ (LHS) ନିର୍ମାଣ ପାଇଁ ଆଲମଣ୍ଡା ଏବଂ କୋରୁକୋଣ୍ଡା ଷ୍ଟେସନ୍ ମଧ୍ୟରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଚାଲିଥିଲା।…