ଆଜିର ଖବର ପବିତ୍ର ମାଘ ସପ୍ତମୀ ଉପଲକ୍ଷେ କୋଣାର୍କ ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ଭକ୍ତଙ୍କ ଭିଡ କୋଣାର୍କ: ଆଜି ହେଉଛି ମାଘ ସପ୍ତମୀ। ଏହିଦିନ କୋଣାର୍କ ଚନ୍ଦ୍ରଭାଗାରେ ବୁଡ ପକାଇଲେ ପୂଣ୍ୟ ହୁଏ ବୋଲି ବିଶ୍ବାସ ରହିଛି। ସେଥିପାଇଁ ଏହି ଦିନ କୋଣାର୍କ ଚନ୍ଦ୍ରଭାଗା…