ଆଞ୍ଚଳିକ ଚିଲିକାରେ କୋଭିଡସ୍ଥିତି ସମୀକ୍ଷା କଲେ ଉପଜିଲ୍ଲାପାଳ: ଲଗାତାର ତୃତୀୟ ଦିନରେ ଏହି ସବୁ ଅଞ୍ଚଳ ହେଲା କଣ୍ଟେନମେଣ୍ଟ ସୀତାରାମ ଅଗ୍ରୱାଲ ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ଅଣାୟତ୍ତ ହେଲାଣି କରୋନା। କୋଭିଡ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଯଥା…