ଜାତୀୟ ଖବର କଟକ-ଭୁବନେଶ୍ବରରେ ଅଧିକ ଆମ୍ବୁଲାନସ୍ ସହ ଅଧିକ ଆଇସିୟୁ ବେଡ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଥିଲେ। ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧…