କୋଭିଡ ପରିସ୍ଥିତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାରା ଦେଶରେ କୋଭିଡ-୧୯ର…