ବିଶେଷ ଖବର ଆସନ୍ତାକାଲି ସଂଧ୍ୟା ୬ଟାରେ କୋଭିଡ ଯୋଦ୍ଧାଙ୍କ ପାଇଁ ଏକ ମିନଟ୍ ନିରବ ପ୍ରାର୍ଥନା କରିବା ପାଇଁ ନବୀନଙ୍କ ନିବେଦନ ଭୁବନେଶ୍ବର, ବନ୍ଦେ ଉତ୍କଳ ଜନନୀ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ରାଜ୍ୟବାସୀଙ୍କୁ ଆଉ ଏକ ଅନୁରୋଧ କରିଛନ୍ତି। ତାହା ହେଲା ଆସନ୍ତାକାଲି ସଂଧ୍ୟା ୬ଟାରେ ନିଜ…