ଜାତୀୟ ଖବର ଗତ ୨୪ ଘଣ୍ଟାରେ ୨୬ ଲକ୍ଷ ଡୋଜରୁ ଅଧିକ ଟିକା, ଭାରତରେ ମୋଟ ଟିକାକରଣ ୧୨ କୋଟିକୁ ଟପିଲା ନୂଆଦିଲ୍ଲୀ, ଭାରତ ମାତ୍ର ୯୨ ଦିନ ମଧ୍ୟରେ ୧୨ କୋଟିର ଟିକାକରଣ ଲକ୍ଷ୍ୟ ହାସଲ କରିଛି, ବିଶ୍ୱର ବୃହତମ ଟିକାକରଣ ଅଭିଯାନ କ୍ରମରେ ଭାରତରେ ମୋଟ ୧୨…