ଆଜିର ଖବର ଆସନ୍ତା ୧୨ରେ ୨ୟ ପର୍ଯ୍ୟାୟ ବଜେଟ ଅଧିବେଶନ: କୋଭିଡ଼ ନେଗେଟିଭ ହେଲେ ମିଳିବ ପ୍ରବେଶ ଅନୁମତି ଭୁବନେଶ୍ବର: ଆସନ୍ତା ୧୨ ତାରିଖରୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବ। ବିଧାନସଭା ଭିତରକୁ ପ୍ରବେଶ କରିବାକୁ ଥିବା ସମସ୍ତଙ୍କର କୋଭିଡ଼ ପରୀକ୍ଷା କରିବାକୁ…