ଆଜିର ଖବର ଭୁବନେଶ୍ବର ଆଇଆଇଟିରେ ସଂକ୍ରମିତ ହେଲେ ୧୦ ଜଣ ଛାତ୍ର ଭୁବନେଶ୍ବର: ଖୋର୍ଦ୍ଧା ସ୍ଥିତ ଆଇଆଇଟି ଭୁବନେଶ୍ଵରରେ ୧୦ ଜଣ ଛାତ୍ର କରୋନାରେ ସଂକ୍ରମଣ ହୋଇଛନ୍ତି। ପୂର୍ବରୁ ୮ଜଣ ସଂକ୍ରମଣ ହୋଇଥିବା ବେଳେ ଆଜି ଆଉ ଦୁଇ ଜଣ…