ଜାତୀୟ ଖବର ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ ଭୁବନେଶ୍ୱର: କୋଷ୍ଟାଲ ହାଇୱେ ଓ ଚିଲିକା ମୁହାଣ ଉନ୍ନୟନ ବିଷୟକୁ ନେଇ କଂଗ୍ରେସ ଭବନଠାରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ…