କୌଣସି ତଥ୍ୟ ନାହିଁ

ନୂଆଦିଲ୍ଲୀ: କୃଷକଙ୍କ ଆନ୍ଦୋଳନ ସମୟରେ ମୃତ୍ୟୁବରଣ କରିଥିବା ଚାଷୀଙ୍କ ସମ୍ପର୍କରେ ଏବଂ ସେମାନଙ୍କ ବିରୋଧରେ ପଞ୍ଜୀକୃତ ମାମଲା ସମ୍ପର୍କରେ ସୂଚନା ନାହିଁ ବୋଲି କେନ୍ଦ୍ର ସରକାର କହିଛନ୍ତି।…