ଆଜିର ଖବର ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ଠାରୁ ଟେଲିଫୋନ୍ କଲ୍ ପାଇ କଥା ହୋଇଛନ୍ତି। ଭାରତରେ ସାଧାରଣ ନିର୍ବାଚନରେ ପୁନଃ ନିର୍ବାଚିତ ହୋଇଥିବାରୁ…