ଆଜିର ଖବର କ୍ରିଷ୍ଣା ଜଳ ବିବାଦ ଟ୍ରିବ୍ୟୁନାଲ-୨ର ଟର୍ମସ ଅଫ୍ ରେଫରେନ୍ସକୁ କ୍ୟାବିନେଟ ମଞ୍ଜୁରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶ ରାଜ୍ୟ ମଧ୍ୟରେ ବିଚାର ପାଇଁ ଆଇଏସଆରଡବ୍ଲୁଡି ଆଇନର ଧାରା ୫(୧)…