ଆଜିର ଖବର ଗୋଆ ଗସ୍ତରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ଭିତ୍ତିଭୂମିର ବିକାଶ ନେଇ କରିବେ ଆଲୋଚନା ଭୁବନେଶ୍ୱର: ଓଡ଼ିଶା ବର୍ତ୍ତମାନ କ୍ରୀଡ଼ା କ୍ଷେତ୍ରରେ ବହୁ ଆଗରେ। ମୁଖ୍ୟମନ୍ତ୍ରୀଙ୍କ କ୍ରୀଡ଼ା ପ୍ରତି ଥିବା ଭଲପାଇବା ଯୋଗୁଁ ଆଜି ଓଡ଼ିଶା ସମଗ୍ର ଦେଶରେ ଏକ କ୍ରୀଡ଼ା ହବ୍ର…