ଆଜିର ଖବର ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ,ଏହା କଣ କରିପାରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ ନୂଆଦିଲ୍ଲୀ, ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସର ଆଜି ସଫଳ ପରୀକ୍ଷଣ କରାଯାଇଛି। ଭାରତୀୟ ନୌସେନା ନିର୍ମିତ ଅଦୃଶ୍ୟ ବିଧ୍ଵଂସକ ଦ୍ଵାରା ଆଇଏନଏସ ଚେନ୍ନାଇରୁ ଏହା ଆରବ ସାଗରରେ…