କ୍ଷୁଦ୍ର ଲୋକ ଅଦାଲତ

ରମେଶ ମହାନ୍ତି ଜଗତସିଂହପୁର :  ଜଗତସିଂହପୁର ଜିଲ୍ଲା କୋର୍ଟ ପ୍ରାଙ୍ଗଣରେ ଆଜି (ଶୁକ୍ରବାର) ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।…