ଆଜିର ଖବର ସୋଆକୁ କ୍ୟାଟେଗୋରୀ ୧ ଡିମ୍ଡ ବିଶ୍ୱବିଦ୍ୟାଳୟର ମାନ୍ୟତା: ଶୁଭେଚ୍ଛା ଜଣାଇଲେ ପ୍ରତିଷ୍ଠାତା ସଭାପତି ଭୁବନେଶ୍ବର: କୌଣସି ସ୍ୱପ୍ନ କେବେ ଯାଦୁବିଦ୍ୟା ଦ୍ୱାରା ସଂପାଦିତ ହୁଏନାହିଁ। ଏଥିପାଇଁ ସ୍ୱେଦ ଲୁହ ଢାଳି ନିଷ୍ଠାର ସହ କଠିନ ପରିଶ୍ରମ କରିବାକୁ ପଡେ। ଆମେରିକାର ପ୍ରାକ୍ତନ…