ଆଜିର ଖବର ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ ଭୁବନେଶ୍ୱର: ଆଗାମୀ ଅପ୍ରେଲ ୧୩ ତାରିଖରେ ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩…