କ୍ୟାବିନେଟ ସୁରକ୍ଷା କମିଟି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ବୁଧବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ସୁରକ୍ଷା କମିଟି (ସିସିଏସ୍) ର ଏକ ଜରୁରୀ ବୈଠକ ଡକାଯାଇଥିଲା…