ରାଜ୍ୟ ଖବର ଛାତ୍ର ସଂସଦ ନିର୍ବାଚନ : ବୋମାମାଡ଼ ଓ ମାରଣାସ୍ତ୍ର ଆକ୍ରମଣରେ ଥରୁଛି ବିଭିନ୍ନ ଶିକ୍ଷାନୁଷ୍ଠାନ ଭୁବନେଶ୍ୱର: ରାଜ୍ୟରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଏହା ଏବେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଉତ୍ତେଜନା ଏବଂ ହିଂସାର ରୂପ ନେଇଛି।…