ଆଞ୍ଚଳିକ ଜଗତସିଂହପୁର ଜିଲ୍ଲାପ୍ରଶାସନ ପକ୍ଷରୁ ପ୍ରବାସୀଙ୍କ ସ୍ୱାବ ସଂଗ୍ରହ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାକୁ ଗତ ତିନି ତାରିଖ ଠାରୁ ପ୍ରବାସୀ ଓଡ଼ିଆ ପର୍ଯ୍ୟାୟ କ୍ରମେ ଆସି ବିଭିନ୍ନ ବ୍ଲକରେ ହୋଇଥିବା କ୍ୱାରେଣ୍ଟାଇନ୍ ସେଣ୍ଟରରେ ଅବସ୍ଥାନ…