ଆଜିର ଖବର ପୁଣି ଏକ ସଡକ ଦୁର୍ଘଟଣା: କୁହୁଡି ନିକଟସ୍ଥ କୟଥପଲ୍ଲା ଛକ ନିକଟରେ ବାଇକ୍ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଗତକାଲି ପୁଣି ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ…