ଆଜିର ଖବର କୁହୁଡି: ରାସ୍ତା କଡରୁ ଉଦ୍ଧାର ହେଲା ନବଜାତ ଶିଶୁର ମୃତଦେହ ସୀତାରାମ ଅଗ୍ରୱାଲ କୁହୁଡି: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ କୟଥ ପଲା ଛକ ନିକଟ ରାସ୍ତା କଡରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି।…