ଜାତୀୟ ଖବର ଖଡ଼ଗପୁର-ଝାରସୁଗୁଡ଼ା (ବାଗଡିହି) ଚତୁର୍ଥ ଲାଇନକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ୫ ରାଜ୍ୟର ୧୪ଟି ଜିଲ୍ଲା ଦେଇ ଯାଇଥିବା ୩ଟି ରେଳ ଲାଇନ୍…