ଆଜିର ଖବର ସୁପ୍ରିମକୋର୍ଟ ଗାଇଡ ଲାଇନ୍ ଉଲଂଘନ କରି ତିନି ଜିଲ୍ଲା ପାଇଁ ଉଦ୍ଦିଷ୍ଟ ଖଣି ପାଣ୍ଠି ନେଇଯିବା ବିରୁଦ୍ଧରେ ଅକ୍ଷୟ କୁମାରଙ୍କ ଅନଶନ ଭୁବନେଶ୍ୱର: ଓଡ଼ିଶାର ସବୁଠୁ ବଡ଼ ଖଣି ଦୁର୍ନୀତିର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଶାହା କମିଶନ ବସି ଦୁର୍ନୀତିର ତଦନ୍ତ ନିର୍ଦ୍ଦେଶ ଦେଲାପରେ ଖଣି କମ୍ପାନୀଙ୍କ ଉପରେ…