ଆଜିର ଖବର ସ୍ବାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ଅନୁଭବ ପଟ୍ଟନାୟକ ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବେ ପାଥିପତ୍ର ଦାଖଲ କରିଛନ୍ତି ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ। ବିଜେଡ଼ି ସଭାପତି…