ବିଶେଷ ଖବର କ୍ୟାବିନେଟ୍ରେ ୧୩ ପ୍ରସ୍ତାବ ମଞ୍ଜୁର: ୭୮ ଲକ୍ଷ ମେଟ୍ରିକ ଟନ୍ ଖରିଫ୍ ଧାନ ସଂଗ୍ରହ ଲକ୍ଷ୍ୟ ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୦ଟି ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ବିଶେଷ କରି ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳିତ…