ଆଜିର ଖବର ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ…