ରାଜ୍ୟ ଖବର ଖାଦ୍ୟଯୋଗାଣ, ଖାଉଟିକଲ୍ୟାଣ ବିଭାଗ ଓ ପିଏନ୍ବି ମଧ୍ୟରେ ଏମ୍ଓୟୁ ସ୍ବାକ୍ଷରିତ ଭୁବନେଶ୍ୱର: ରାଜ୍ୟର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ସୁଦୃଢ଼ ଏବଂ ଆଧୁନିକ ପ୍ରଯୁକ୍ତିଭିତ୍ତିକ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…