ଆଜିର ଖବର ଖାଦ୍ୟଯୋଗାଣ କ୍ଷେତ୍ରରେ ଯୋଗାଣ ଅଧିକାରୀଙ୍କ ଭୂମିକାକୁ ପ୍ରଶଂସା କଲେ ମନ୍ତ୍ରୀ ଶ୍ରୀ ପାତ୍ର ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ବେସାମରିକ ଯୋଗାଣ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କ ବାର୍ଷିକ ସାଧାରଣ ସଭା ସ୍ଥାନୀୟ ଇଂଜିନିୟର୍ସ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖାଦ୍ୟଯୋଗାଣ…