ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟରେ ଆନ୍ତଃମହାବିଦ୍ୟାଳୟ ସ୍ତରୀୟ ‘ଖାଦ୍ୟ ଉତ୍ସବ’ ଅନୁଷ୍ଠିତ ବାଣପୁର (ସୀତାରାମ ଅଗ୍ରୱାଲ): ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ରାଜ୍ୟ ସରକାରଙ୍କ “ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ” ଅନ୍ତର୍ଗତ ଆନ୍ତଃମହାବିଦ୍ୟାଳୟ ସ୍ତରୀୟ ‘ଖାଦ୍ୟ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର…