ଜାତୀୟ ଖବର ନୂଆଦିଲ୍ଲୀରେ ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ ଭିଜନ ଉପସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ: “ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ହେଉଛି ଆମର କୃଷକମାନଙ୍କ ସମୃଦ୍ଧି, ଗ୍ରାମାଞ୍ଚଳର ରୂପାନ୍ତର ଏବଂ ଓଡ଼ିଶାର ଶିଳ୍ପ ଭବିଷ୍ୟତ ମଧ୍ୟରେ ଏକ ସେତୁ। ଏହି କ୍ଷେତ୍ରରେ କରାଯାଉଥିବା…