ଆଞ୍ଚଳିକ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପଡ଼ିଥିବା ବାଣପୁର ବ୍ଲକର ଗରିବ ପରିବାରଙ୍କୁ ରାସନ ସାମଗ୍ରୀ ଦେବା ପାଇଁ ଦାବି ସୀତାରାମ ଅଗ୍ରଓ୍ବାଲ ବାଣପୁର: ସାରା ବିଶ୍ବକୁ କରୋନା ମହାମାରୀ କବଳିତ କରିଛି। ଭାରତରେ ମଧ୍ୟ ଏହାର ପ୍ରଭାବ କିଛି କମ୍ ନାହିଁ। ଭାରତରେ ଏହାର ଦ୍ରୁତ ପ୍ରସାର…