ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି: ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।…