ଜାତୀୟ ଖବର ଜୁନ୍ ୧ ରୁ ଜୁନ୍ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଚାଲିବ “ଖେତ ବଚାଓ ଅଭିଯାନ” ନୂଆଦିଲ୍ଲୀ: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ “ଖେତ ବଚାଓ ଅଭିଯାନ”କୁ କେବଳ ଏକ ସଚେତନତା କାର୍ଯ୍ୟକ୍ରମ…