ଆଜିର ଖବର ଉଦଯାପିତ ହେଲା ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ ନୂଆଦିଲ୍ଲୀ: ଜାମ୍ମୁକାଶ୍ମୀର ଶ୍ରୀନଗରସ୍ଥିତ ଡାଲ୍ ହ୍ରଦରେ ଆୟୋଜିତ ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଖେଲୋ ଇଣ୍ଡିଆ ଜଳକ୍ରୀଡା ମହୋତ୍ସବରେ ମଧ୍ୟପ୍ରଦେଶ, ଓଡ଼ିଶା…