ଆଜିର ଖବର ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ହେଲା ପରିବର୍ତ୍ତନ, ହଟିଲା ବିଜୁବାବୁଙ୍କ ନାମ ଭୁବନେଶ୍ବର: ରାଜ୍ୟରେ କ୍ରୀଡାକୁ ପ୍ରୋତ୍ସାହନ ପାଇଁ ଦୀର୍ଘ ବର୍ଷ ଧରି ପ୍ରଦାନ କରାଯାଇଆସୁଛି ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର। ଏହା କ୍ରୀଡା କ୍ଷେତ୍ରରେ ରାଜ୍ୟ ସ୍ତରୀୟ ସର୍ବୋଚ୍ଚ…