ଆଜିର ଖବର ଖୋରଧା ବ୍ଲକରେ ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଖୋରଧା: ଆଜି ପୂର୍ବାହ୍ନରେ ଖୋରଧା ଜିଲ୍ଲା ସଦର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଅଭିଯୋଗ…