ଅପରାଧ ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଜାମିନ ଆବେଦନ ଖାରଜ ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଖୋର୍ଦ୍ଧା ଏଡିଜେ-୧ କୋର୍ଟ ଜାମିନ ଆବେଦନ ଖାରଜ କରିଦେଇଛନ୍ତି।ଫଳରେ ସେ ଜେଲ ଯିବା ନିଶ୍ଚିତ ହୋଇଛି। ଗତ ୫ ତାରିଖରେ ଉଚ୍ଚନ୍ୟାୟଳୟ…