ଆଞ୍ଚଳିକ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଭୁବନେଶ୍ବର: ଖୋର୍ଦ୍ଧା ସ୍ଥିତ ଜୟୀ ରାଜଗୁରୁ ଟାଉନ ହଲ୍ଠାରେ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ୧୧୦ତମ ବାର୍ଷିକ ସାଧାରଣ ସଭା ଆଜି ପୂର୍ବାହ୍ନ ୧୧ଟାରେ ଅଭିଷେକ ସିଂହ…