ଖୋର୍ଦ୍ଧା ଜିଲ୍ଲାସ୍ତରୀୟ

ଖୋର୍ଦ୍ଧା: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ଉତ୍କଳ ଦିବସ ୨୦୨୬ ପାଳନ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ସ୍ଥିରୀକୃତ କରାଯିବା…